27.1 C
Bhubaneswar
Saturday, June 22, 2024
Homeଓଡିଶା୫-ଟି ହଟାଇବାକୁ ନିର୍ଦ୍ଦେଶ

୫-ଟି ହଟାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : ରାଜ୍ୟରୁ ଫାଇଭ୍-ଟି ବ୍ୟବସ୍ଥା ହଟାଇବାକୁ ନିର୍ଦ୍ଦେଶ । ସରକାରୀ କାର୍ଯ୍ୟାଳୟ ପରିସରରୁ ଫାଇଭ୍-ଟି ସହ ମୋ ସରକାର ବୋର୍ଡ ହଟାିବାକୁ ନିର୍ଦ୍ଦେଶ। ସୋସିଆଲ ମିଡିଆ ଏକ୍ସରେ ଏନେଇ ମୁଖ୍ଯମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା । ୨୦୧୯ ଅକ୍ଟୋବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘୫-ଟି’ ଓ ‘ମୋ ସରକାର’ ଅଭିଯାନ ଆରମ୍ଭ କରିଥିଲେ । ଏହାର ଦାୟିତ୍ୱ ନେଇଥିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ ପାଣ୍ଡିଆନ୍ । ‘୫-ଟି’ – ଟ୍ରାନ୍ସପରେନ୍ସି, ଟେକ୍ନୋଲୋଜି, ଟିମ୍-ୱାର୍କ, ଟାଇମ୍, ଟ୍ରାନ୍ସଫର୍ମେସନ୍ କୁ ବୁଝାଏ । ଏହି ଅଭିଯାନ ଦ୍ୱାରା ବ୍ୟବସ୍ଥାରେ ସ୍ୱଚ୍ଛତା ଆଣିବା ସହ ବିଭାଗଗୁଡ଼ିକୁ ଅଧିକ କ୍ରିୟାଶୀଳ କରିବା।

ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି ପାଳନ ଆରମ୍ଭ ନେଇ ଶଶୀଭୂଷଣ ବେହେରାଙ୍କ ପ୍ରତିକ୍ରିୟା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking