33.1 C
Bhubaneswar
Friday, May 17, 2024
Homeଓଡିଶାପୁରୀ ଗସ୍ତରେ ୫ଟି ସଚିବ

ପୁରୀ ଗସ୍ତରେ ୫ଟି ସଚିବ

ପୁରୀ: ଆଜି ଦ୍ବିତୀୟ ଦିନରେ ପୁରୀ ଗସ୍ତରେ ଯାଇଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍। ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରୁଛନ୍ତି ୫ଟି ସଚିବ। କାକଟପୁର, ଅସ୍ତରଙ୍ଗ, ନିମାପଡ଼ା ପାଇଁ ପ୍ୟାକେଜ ଘୋଷଣା କରିଛନ୍ତି ୫ଟି ସଚିବ। ଖୁବଶୀଘ୍ର ମାଆ ମଙ୍ଗଳା ମନ୍ଦିର ପାଇଁ ଡିପିଆର ପ୍ରସ୍ତୁତ ହୋଇ ଆସନ୍ତା ବର୍ଷ ଜୁଲାଇ ସୁଦ୍ଧା ରୂପାନ୍ତର ହେବ ବୋଲି ଜଣାପଡ଼ିଛି। ଏଥିପାଇଁ ଖର୍ଚ୍ଚ ହେବ ୧୦ କୋଟି ଟଙ୍କା। ୨୧୦ କୋଟି କୋଣାର୍କ ମନ୍ଦିର ବିକାଶ ପାଇଁ ଖର୍ଚ୍ଚ ହେବ ବୋଲି ସୂଚନା ମିଳିଛି। ପ୍ରାଚୀ ନଦୀ ଉପରେ ୨ଟି, ଦେବୀ ଓ କାଦୁଆ ନଦୀ ଉପରେ ଗୋଟିଏ ଲେଖାଏ ସେତୁ ହେବ। ଅସ୍ତରଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପାଇଁ ୧୨ କୋଟି ଅନୁମୋଦନ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking