31.1 C
Bhubaneswar
Friday, March 29, 2024
Homeଓଡିଶାଜିଲ୍ଲାପାଳ ଓ ଏସପିଙ୍କୁ ଚିଠି ଲେଖିଲେ ୫-ଟି ସଚିବ

ଜିଲ୍ଲାପାଳ ଓ ଏସପିଙ୍କୁ ଚିଠି ଲେଖିଲେ ୫-ଟି ସଚିବ

ଭୁବନେଶ୍ୱର : ଦିଲ୍ଲୀର ନିଜାମୁଦ୍ଦିନ ସମାବେଶକୁ ଗସ୍ତ କରିଥିବା ସମସ୍ତ ଓଡିଶା ଫେରନ୍ତାକୁ ଚିହ୍ନଟ ପାଇଁ ଆଜି ଜିଲ୍ଲା ପ୍ରଶାସନ ଓ ଏସପିଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସରକାରଙ୍କ ୫-ଟି ସଚିବ ଭିକେ ପାଣ୍ଡିଆନ । ନିଜ ସୋର୍ସ ମାଧ୍ୟମରେ ଉକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରନ୍ତୁ ବୋଲି ସେ ଚିଠିରେ ଉଲ୍ଲେଖ କରିଛନ୍ତି ।
୫-ଟି ସଚିବ ନିଜାମୁଦ୍ଦିନ ଫେରନ୍ତା ସାମ୍ନାକୁ ଆସିବାକୁ ଧର୍ମଗୁରୁ ଆହ୍ୱାନ ଦିଅନ୍ତୁ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି । ସାମ୍ନକୁ ଆସିଲେ ସରକାର ସେମାନଙ୍କୁ ସଂପୂର୍ଣ୍ଣ ସହଯୋଗ କରିବେ । ସଂପୃକ୍ତ ବ୍ୟକ୍ତି ଓ ପରିବାରକୁ ସଂପୂର୍ଣ୍ଣ ସୁରକ୍ଷା ଓ ସ୍ୱାସ୍ଥ୍ୟାବସ୍ଥା ଯୋଗାଇ ଦିଆଯିବ । ତଥ୍ୟ ଜଣାଇବାରେ ବିଳମ୍ବ କଲେ ସମସ୍ତଙ୍କ ପାଇଁ ସମସ୍ୟା ହେବ । ସଂପୃକ୍ତ ବ୍ୟକ୍ତି, ପରିବାର ଓ ରାଜ୍ୟ ପାଇଁ ମହଙ୍ଗା ପଡ଼ିପାରେ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking