ସମ୍ବଲପୁର: ସମ୍ବଲପୁର ଗସ୍ତରେ ମୁଖ୍ୟମନ୍ତ୍ରୀ । ସମ୍ବଲପୁରରେ ୨୫ଟି ଇ – ବସ୍ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି ଇ-ବସ୍ର ବ୍ୟବସ୍ଥା କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଅତ୍ୟାଧୁନିକ ବସ୍ ଟର୍ମିନାଲ ମଧ୍ୟ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବସ୍ ଟର୍ମିନାଲ ଓ ବସର ରକ୍ଷଣାବେକ୍ଷଣ ପାଇଁ ୨୩.୧୪ କୋଟି ।









