30.1 C
Bhubaneswar
Friday, May 3, 2024
Homeଓଡିଶାରାଜଧାନୀରୁ ଚିହ୍ନଟ ହେଲେ ୫୦୯ଜଣ କରୋନା ଆକ୍ରାନ୍ତ

ରାଜଧାନୀରୁ ଚିହ୍ନଟ ହେଲେ ୫୦୯ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରୁ ୫୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହା୍ନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୯୦ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୧୯ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୮୪୧୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬୭୧ଟି କରୋନା ସକ୍ରିୟ ମାମଲା ଏବେ ବି ରହିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀରୁ ୯୨୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ନୂଆ ସୁସ୍ଥଙ୍କୁ ମିଶାଇଲେ ରାଜଧାନୀରେ ଏଯାବତ ସୁସ୍ଥ ସଂଖ୍ୟା ୭୯୦୪୯ ପହଞ୍ଚିଛି। ତେବେ କରୋନାରେ ଆକ୍ରାନ୍ତ ହୋଇ ୩୭୭ଜଣଙ୍କ ମୃତ୍ୟୁ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking