34.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗଭୁବନେଶ୍ୱରରୁ  ୫୧୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱରରୁ  ୫୧୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି । ପ୍ରତିଦିନ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ  ୫୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି ।  ଏହାସହ ଆଜି ୨୯୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୦୦୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୦୬୧ ଜଣ ସୁସ୍ଥ ହୋଇଛନ୍ତି ଓ ୪୧ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩୯୧୦ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking