29.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗରାଜ୍ୟରେ ଆଉ ୫୧୮ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୫୧୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୫୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୯୭ ଓ ସ୍ଥାନୀୟ ଅଞ୍ଚଳରୁ ୨୨୧ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking