ଦିନକରେ ୫୪,୦୪୪ ଆକ୍ରାନ୍ତ; ୭୧୭ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ହ୍ରାସ ପାଇଥିଲେ ବି ଏବେ ବି ଏହା ଜାରି ରହିଛି । ଏବେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୫ ହଜାର ୯୧୪କୁ ବୃଦ୍ଧି ପାଇଛି । ମୋଟ ଆକ୍ରାନ୍ତ୍ରଙ୍କ ସଂଖ୍ୟା ୭୬ ଲକ୍ଷ ୫୧ ହଜାର ୧୦୮କୁ ବୃଦ୍ଧି ପାଇଛି । ଦିନକରେ ୫୪୦୪୪ ଆକ୍ରାନ୍ତ ହୋଇଥିବା ବେଳେ ୭୧୭ ଜଣଙ୍କ ମୃତ୍ୟୁ ହୋଇଛି । ବର୍ତ୍ତମାନ ମୋଟ ଆକ୍ଟିଭ କେସ ୭୪୦୦୯୦୨ ରହିଥିବା ବେଳେ ୬୭୯୫୧୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here