40.1 C
Bhubaneswar
Wednesday, April 24, 2024
Homeକରୋନାଭାରତରେ କରୋନା ମୃତ୍ୟୁ ସଂଖ୍ୟା ୫୬

ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୫୬

ନୂଆଦିଲ୍ଲୀ : ଦେଶରେ ମହାମାରୀ କରୋନାରେ ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି । ଆକ୍ରାନ୍ତଙ୍କ ସଂଖ୍ୟା ୨୩୦୧କୁ ବୃଦ୍ଧି ପାଇଛି, ୨୦୮୮ କରୋନା ସଂକ୍ରମିତ ରୋଗୀ ଚିକିତ୍ସାଧୀନ ଅଛନ୍ତି । ବର୍ତମାନ ସୁଦ୍ଧା ୧୫୬ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।
https://onakhabar.com/2020/04/03/53dead-covid-19-india/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking