23.1 C
Bhubaneswar
Monday, December 29, 2025
Homeଓଡିଶାନୂଆପଡାରେ ୫୬ଟି ନୂଆ ମତଦାନ କେନ୍ଦ୍ର

ନୂଆପଡାରେ ୫୬ଟି ନୂଆ ମତଦାନ କେନ୍ଦ୍ର

ନୂଆପଡା: ନୂଆପଡା ଉପନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । କହିଛନ୍ତି , ନୂଆପଡାରେ ମୋଟ ୫୬ଟି ନୂତନ ମତଦାନ କେନ୍ଦ୍ର ସୃଷ୍ଟି କରାଯାଇଛି । ମତଦାନ କେନ୍ଦ୍ର ୩୦୨ରୁ ୩୫୮କୁ ବୃଦ୍ଧି କରାଯାଇଛି । ସହରାଞ୍ଚଳରେ ୩୬ ଓ ଗ୍ରାମାଞ୍ଚଳରେ ୩୨୨ ମତଦାନ କେନ୍ଦ୍ର କରାଯାଇଛି । ନିର୍ବାଚନ ମଣ୍ଡଳୀରେ ୫୨ଟି ମତଦାନ କେନ୍ଦ୍ରର ନାମ ପରିବର୍ତ୍ତନ କରାଯାଇଛି । ସେପ୍ଟୋମ୍ବର ୧୫କୁ ଯୋଗ୍ୟତା ତାରିଖ ଭାବେ  ରଖି ଚିଠା ଭୋଟର ତାଲିକା ପ୍ରସ୍ତୁତ ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking