22.1 C
Bhubaneswar
Saturday, March 22, 2025
Homeଓଡିଶା୫୭୯ ସ୍କୁଲରେ ନାହିଁ ଛାତ୍ରୀ ଶୌଚାଳୟ – ମନ୍ତ୍ରୀ

୫୭୯ ସ୍କୁଲରେ ନାହିଁ ଛାତ୍ରୀ ଶୌଚାଳୟ – ମନ୍ତ୍ରୀ

ଭୁବନେଶ୍ୱର :ରାଜ୍ୟର ୫୭୯ ସ୍କୁଲରେ ନାହିଁ ଛାତ୍ରୀମାନଙ୍କ ପାଇଁ ସ୍ୱତନ୍ତ୍ର ଶୌଚାଳୟ । ଏନେଇ ଆଜି ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତାଙ୍କ କହିବା ମୁତାବକ, ରାଜ୍ୟର ୪୧୨ଟି ପ୍ରାଥମିକ ବିଦ୍ୟାଳୟ, ୧୧୫ଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବଂ ୨୫ଟି ଉଚ୍ଚ ବିଦ୍ୟାଳୟରେ ଛାତ୍ରୀମାନଙ୍କ ପାଇଁ ସ୍ୱତନ୍ତ୍ର ଶୌଚାଳୟ ନାହିଁ । ତେବେ ଚଳିତ ୨୦୨୪-୨୫ ବର୍ଷରେ ୭୨୪ଟି ବାଳିକା ଶୌଚାଳୟ ନିର୍ମାଣ ପାଇଁ ସରକାରଙ୍କ ତରଫରୁ ୩ ହଜାର ୫୪୦ ଲକ୍ଷ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking