27.1 C
Bhubaneswar
Sunday, September 29, 2024
Homeଓଡିଶାପୁରୀ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ୫ଟି ସଚିବ

ପୁରୀ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ୫ଟି ସଚିବ

ଭୁବନେଶ୍ୱର: ପୁରୀ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ୍ । ପୁରୀରେ ପହଞ୍ଚିବା ପରେ ସେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଏଥିସହ ପୁରୀରେ ଚାଲୁଥିବା ବିଭିନ୍ନ ପ୍ରକଳ୍ପ ଯଥା ଶ୍ରୀମନ୍ଦିର ଐତିହ୍ୟ କରିଡର, ଶ୍ରୀସେତୁ, ଶ୍ରୀଜଗନ୍ନାଥ ଷ୍ଟାଡିଅମ ଭଳି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍‌ଯର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି । ପରେ ଶ୍ରୀମନ୍ଦିର ଯାଇ ଚତୁର୍ଦ୍ଧାମୂରତିଙ୍କ ଦର୍ଶନ କରିବା ସହ ବେଢା ପରିକ୍ରମା, ମହାଲକ୍ଷ୍ମୀ ମନ୍ଦିର, ବିମଳା ମନ୍ଦିର, ପାର୍ଶ୍ୱଦେବାଦେବୀ ମନ୍ଦିର ଆଦି ଦର୍ଶନ କରି ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking