32.1 C
Bhubaneswar
Friday, April 26, 2024
Homeଓଡିଶାରାଜ୍ୟରେ ଆଜି ପୁଣି ୬ ମୁଣ୍ଡ ନେଲା କରୋନା

ରାଜ୍ୟରେ ଆଜି ପୁଣି ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ଵର:
ରାଜ୍ୟରେ ଆଜି ୨୮ଜିଲ୍ଲାରୁ ସର୍ବାଧିକ ୧୫୯୪କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬ଜଣଙ୍କ ଜୀବନ ନେଇଛି କରୋନା ଭାଇରସ । ମୃତ୍ୟୁ ହୋଇଥିବା ୬ଜଣଙ୍କ ମଧ୍ୟରୁ ୩ଜଣ ଗଞ୍ଜାମରୁ, ଗଜପତି, ଭଦ୍ରକ, ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।ମୃତକଙ୍କ ମଧ୍ୟରେ ୪ପୁରୁଷ ଓ ୨ମହିଳା ରହିଛନ୍ତି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking