29.1 C
Bhubaneswar
Saturday, April 20, 2024
Homeଦେଶ ବିଦେଶଆତ୍ମସମର୍ପଣ କଲେ ୬ ଜଣ ହାର୍ଡକୋର ମାଓବାଦୀ

ଆତ୍ମସମର୍ପଣ କଲେ ୬ ଜଣ ହାର୍ଡକୋର ମାଓବାଦୀ

ବିଶାଖାପାଟଣା: ଆନ୍ଧ୍ରପ୍ରଦେଶ ଡିଜିପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି ୬ ଜଣ ହାର୍ଡକୋର ମାଓବାଦୀ। ଆଦିବାସୀ ଲୋକ ମାଓବାଦୀଙ୍କୁ ସମର୍ଥନ କରୁନଥିବା ବେଳେ ସୁରକ୍ଷା କର୍ମୀଙ୍କ କବଳରୁ ବର୍ତ୍ତିବା ମାଓବାଦୀଙ୍କ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି।
ଜୀବନ ବଞ୍ଚାଇବା ଲାଗି ଏମାନେ ଆନ୍ଧ୍ର ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା କହିଛନ୍ତି ଆନ୍ଧ୍ର ଡିଜିପି। ଆତ୍ମସମର୍ପଣ କରିଥିବା ୬ ଜଣଙ୍କ ମଧ୍ୟରୁ ଡିସିଏମ ଚିକୁଡୁ ଚିନ୍ନା ରାଓ ଓରଫ ସୁଧୀର ଏବଂ ଏସିଏମ ଭନଥଲା ବେଣୁ ଓରଫ ସାଲୁ ଆନ୍ଧ୍ରପ୍ରଦେଶ ବିଶାଖାପାଟଣା ଜିଲ୍ଲାରୁ ହୋଇଥିବା ବେଳେ, ମାଡକାମ ସମିଦି, ମାଡକାମ ମଙ୍ଗଳୁ ଓ ସୋଡି ଭିମା ଛତିଶଗଡ ବିଜାପୁର ଜିଲ୍ଲାର ବୋଲି ଜଣାପଡିଛି। ଏମାନେ ସମସ୍ତେ ଆନ୍ଧ୍ର ଓଡ଼ିଶା ବର୍ଡର ସ୍ପେଶାଲ ଜୋନାଲ କମିଟିର ସଦସ୍ୟ ବୋଲି ଜଣାପଡିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking