20.1 C
Bhubaneswar
Tuesday, February 10, 2026
Homeଓଡିଶାରାଜ୍ୟ କ୍ୟାବିନେଟରେ ୬ ପ୍ରସ୍ତାବରେ ବାଜିଲା ମୋହର

ରାଜ୍ୟ କ୍ୟାବିନେଟରେ ୬ ପ୍ରସ୍ତାବରେ ବାଜିଲା ମୋହର

ଭୁବନେଶ୍ୱର: ଲୋକ ସେବା ଭବନରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ବୁଧବାର ଓଡ଼ିଶା କ୍ୟାବିନେଟ୍ ସାତଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି।  ସରକାରୀ ସୂତ୍ର ଅନୁଯାୟୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକ ଅପରାହ୍ନରେ ଅନୁଷ୍ଠିତ ହୋଇଥିଲା।

ବୈଠକରେ ଆଲୋଚନା ହୋଇଥିବା ପ୍ରସ୍ତାବ ମଧ୍ୟରୁ ସାତଟି ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ କରିଛି। ବୈଠକରେ ନିଆଯାଇଥିବା ନିଷ୍ପତ୍ତିର ବିବରଣୀ ଖୁବ୍ ଶୀଘ୍ର ସରକାର ପ୍ରଦାନ କରିବେ। ରାଜ୍ୟ କ୍ୟାବିନେଟ ବୈଠକ ପରେ ମନ୍ତ୍ରୀ ପରିଷଦର ଏକ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଥିଲା। ବୈଠକରେ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଉପରେ ଏକ ବିସ୍ତୃତ ରିପୋର୍ଟ ଉପସ୍ଥାପିତ ହୋଇଥିବା ଜଣାପଡ଼ିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking