26.1 C
Bhubaneswar
Friday, March 29, 2024
Homeଓଡିଶାଭୁବନେଶ୍ୱରରୁ ଆଜି ୬୧ ପଜିଟିଭ ଚିହ୍ନଟ, ୯୧ ସୁସ୍ଥ

ଭୁବନେଶ୍ୱରରୁ ଆଜି ୬୧ ପଜିଟିଭ ଚିହ୍ନଟ, ୯୧ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ମାତ୍ର ୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୩ ସ୍ଥାନୀୟ ଅଞ୍ଚଳରୁ ୪୮ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୯୧ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୯ ହଜାର ୫୮୩ କୁ ବୃଦ୍ଧି ପାଇଛି । ମୋଟ ୨୯ ହଜାର ୫୮୩ ପଜିଟିଭ ମଧ୍ୟରୁ ୧୭୭ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୮ ହଜାର ୪୮୬ ଜଣ ସୁସ୍ଥ ଓ ୮୯୯ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking