25.1 C
Bhubaneswar
Monday, December 8, 2025
Homeଓଡିଶାଟ୍ୱିନସିଟିରେ ୬୧ ପ୍ଲାଟୁନ ଫୋର୍ସ ମୁତୟନ

ଟ୍ୱିନସିଟିରେ ୬୧ ପ୍ଲାଟୁନ ଫୋର୍ସ ମୁତୟନ

ଭୁବନେଶ୍ୱର: ପାର୍ବଣ ପାଇଁ କଟକ- ଭୁବନେଶ୍ୱରରେ ସୁରକ୍ଷା କଡାକଡି କରାଯାଇଛି । ସାମ୍ବାଦିକ ସମ୍ମିଳନୀ କରି ପୋଲିସ କମିଶନର ଏସଦେବଦତ୍ତ ସିଂ ସୂଚନା ଦେଇଛନ୍ତି । ଏଥର ଟ୍ୱିନ ସିଟିରେ ୬୧ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ପୋଲିସ ସହ ୨୦ ପ୍ଲାଟୁନ ହୋମଗାର୍ଡ ମୁତୟନ ହୋଇଛନ୍ତି । ମୋଟ ୧୯୩ ମଣ୍ଡପ ପାଇଁ ସୁରକ୍ଷା ବ୍ୟବସ୍ଥା ହୋଇଛି । ୨୪ଟି ପେଣ୍ଡାଲରେ ଅଳଙ୍କାର ସୁରକ୍ଷା ବ୍ୟବସ୍ଥା ହୋଇଛି । ବିଦ୍ୟୁତ ଓ ନିଆଁରୁ  ରକ୍ଷା କରିବାକୁ ବିଶେଷ ପଦକ୍ଷେପ  ନିଆଯାଇଛି । ଭିଡ ଓ ଟ୍ରାଫିକ ନିୟନ୍ତ୍ରଣ ଉପରେ ଗୁରୁତ୍ୱ ଦେଉଛୁ । ଡ୍ରୋନ ସହାୟତାରେ ମଣ୍ଡପରେ କଡାକଡି ନଜର ରଖାଯାଇଛି । ସ୍ମାର୍ଟ କଣ୍ଟ୍ରୋଲ ରୁମ ଜରିଆରେ ପାର୍ବଣ ପରିଚାଳନା । ସିସିଟିଭି ନଜରରେ ରହିଛି ସବୁ ପୂଜା ମଣ୍ଡପ ।  ସମସ୍ତଙ୍କ ସହଯୋଗ ଲୋଡିଲେ କମିଶନରେଟ ପୋଲିସ  ଏସଦେବଦତ୍ତ ସିଂ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking