ରାଜ୍ୟରେ ଆଜି ୬୩୮ ସଂକ୍ରମିତ ଚିହ୍ନଟ , ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୬୩୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୭୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୬୫ ଜଣ ଚିହ୍ନଟ ହୋଇଛନ୍ତି। ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୩,୯୧୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here