ଭୁବନେଶ୍ୱର: ରବି ଋତୁରେ ଆଳୁ ଚାଷ ପାଇଁ ୬୪ କୋଟି ଖର୍ଚ୍ଚ ହୋଇଛି । ଏ ନେଇ ବିଧାନ ସଭାରେ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ । ୧୫ ହଜାର ୨୩ ହେକ୍ଟର ଆଳୁ ଚାଷ ପାଇଁ ଯୋଜନା କରିଛନ୍ତି । ଆଳୁ ଗଛିତ ରଖିବାକୁ ଶୀତଳ ଭଣ୍ଡାର ବ୍ୟବସ୍ଥା କରାଯାଉଛି ।