32.1 C
Bhubaneswar
Sunday, July 20, 2025
Homeବ୍ରେକୀଙ୍ଗରାଜ୍ୟରେ ଆଜି ୬୪୪ ସଂକ୍ରମିତ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ରାଜ୍ୟରେ ଆଜି ୬୪୪ ସଂକ୍ରମିତ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୬୪୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୭୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୭୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୦,୦୫୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking