26.1 C
Bhubaneswar
Thursday, March 26, 2026
Homeଓଡିଶା୪ଟି ବିଦ୍ୟୁତ କମ୍ପାନୀରେ ୬,୫୮୭ କୋଟି ବାକି: ଉପମୁଖ୍ୟମନ୍ତ୍ରୀ

୪ଟି ବିଦ୍ୟୁତ କମ୍ପାନୀରେ ୬,୫୮୭ କୋଟି ବାକି: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ୪ଟି ବିଦ୍ୟୁତ ବିତରକ କମ୍ପାନୀ ଉପରେ ବାକି ପଡ଼ିଛି ୬ ହଜାରରୁ ଅଧିକ କୋଟି ଟଙ୍କା। ଏନେଇ ଗୃହରେ ତଥ୍ୟ ରଖି ଲିଖିତ ଉତ୍ତର ଦେଇ କହିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ। ସତ୍ୟବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ର ଏନେଇ ଆଜି ଗୃହରେ ଏକ ଅଣତାରକା ପ୍ରଶ୍ନ କରିଥିଲେ। ସେ କହିଥିଲେ ଯେ, ରାଜ୍ୟର କେଉଁ ବିଦ୍ୟୁତ ଆବଣ୍ଟନ କମ୍ପାନୀ ଓ ଦେଶର କେଉଁ ବିଦ୍ୟୁତ ବଣ୍ଟନ କମ୍ପାନୀ ଉପରେ ସରକାରଙ୍କ କେତେ ପ୍ରାପ୍ୟ ବାକି ଅଛି? ଯାହାର ଉତ୍ତର ଦେଇ ଶକ୍ତି ମନ୍ତ୍ରୀ ତଥା ଉପ-ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ୪ ବିଦ୍ୟୁତ ବିତରକ କମ୍ପାନୀ ଉପରେ ମୋଟ ୬ ହଜାର ୫୮୭ କୋଟି ଟଙ୍କା ବାକି ପଡ଼ିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking