ରାଜ୍ୟରେ ଆଉ ୬୮ ଆକ୍ରାନ୍ତଙ୍କ ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ କଟକ

ଭୁବନେଶ୍ୱର : ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଯେତେ ସଚେତନ ରହିଲେ ବି ରାଜ୍ୟରେ ମୃତ୍ୟୁସଂଖ୍ୟା କମିବାରେ ନାଁ ଧରୁନାହିଁ । ପ୍ରତିଦିନ ୬୦ ଉପରକୁ ଜୀବନ ନେଉଛି କରୋନା ମହାମାରୀ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭,୯୬୯ କୁ ବୃଦ୍ଧି ପାଇଛି । … Continue reading ରାଜ୍ୟରେ ଆଉ ୬୮ ଆକ୍ରାନ୍ତଙ୍କ ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ କଟକ