39.4 C
Bhubaneswar
Thursday, April 18, 2024
Homeଓଡିଶାଆଜି ୬୮୯୧ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି

ଆଜି ୬୮୯୧ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର: ଆଜି ୬୮୯୧ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି । ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କଳିଙ୍ଗ ଷ୍ଟାଡିୟମରେ ଓରିଏଣ୍ଟେସନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ନବ ନିଯୁକ୍ତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବା ସହ ଉଦ୍‌ବୋଧନ ଦେବେ । ଶିକ୍ଷକଙ୍କ ମଧ୍ୟରେ କଳା, ବିଜ୍ଞାନ, ପିଇଟି ଓ ଅନ୍ୟାନ୍ୟ ବିଭାଗର ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରାଯିବ । ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ରାଜ୍ୟରେ ଏବେ ୧୧ ହଜାର ୮୦୦ ଶିକ୍ଷକଙ୍କ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି । ଏହି କ୍ରମରେ ଆଉ ୬୮୯୧ ନୂତନ ଶିକ୍ଷକଙ୍କୁ ନିଯୁକ୍ତି ଦେବେ ମୁଖ୍ୟମନ୍ତ୍ରୀ ।

ଆଜି ଶ୍ରୀମନ୍ଦିରରେ ମହାପ୍ରଭଙ୍କୁ ଖସାପଡ଼ା ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking