32.1 C
Bhubaneswar
Monday, October 21, 2024
Homeଓଡିଶାସକାଳ ୭ରୁ ରାତି ୯ ବାଲି ପରିବହନ ବନ୍ଦ : ହାଇକୋର୍ଟ

ସକାଳ ୭ରୁ ରାତି ୯ ବାଲି ପରିବହନ ବନ୍ଦ : ହାଇକୋର୍ଟ

ଭୁବନେଶ୍ୱର : ହାଇକୋର୍ଟର ବେଆଇନ୍ ବାଲି ଖାଦାନ ମାମଲା । ବାଲି ଉଠାଣ ଓ ପରିବହନ ଉପରେ ହାଇକୋର୍ଟଙ୍କ ଅଙ୍କୁଶ ବଳବତ୍ତର । ସକାଳ ୭ରୁ ରାତି ୯ ଯାଏଁ ବାଲି ପରିବହନ ଉପରେ ସଂପୂର୍ଣ୍ଣ କଟକଣା । ଅତ୍ୟାବଶ୍ୟକ ସ୍ଥଳେ ବାଲିଉଠାଣ ପାଇଁ ସର୍ତ୍ତମୂଳକ ଅନୁମତି । ମେସିନ୍ ଜରିଆରେ ବାଲି ଉଠାଣ ପାଇଁ ପରିବେଶ ମଞ୍ଜୁରୀ ଆବଶ୍ୟକ । ଭୌଗୋଳିକ ସ୍ଥିତି, ବାଲି ପରିମାଣ, ନଦୀ ଗତିପଥ ଦେଖି ଅନୁମତି ।

ମର୍ମନ୍ତୁଦ ସଡକ ଦୁର୍ଘଟଣା: ବାଇକ ଆରୋହୀ ମୃତ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking