31.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରେ ଆଉ ୭ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଆଉ ୭ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର : ସମ୍ଭାବ୍ୟ ତୃତୀୟ ଲୋକଙ୍କ ମନରେ ଭୟ ସୃଷ୍ଟି ହେଉଥିବା ବେଳେ ରାଜ୍ୟରେ ମୃତ୍ୟୁସଂଖ୍ୟା ହଠାତ୍ କମିଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮,୦୩୫ କୁ ବୃଦ୍ଧି ପାଇଛି । ତେବେ ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବାଲେଶ୍ୱର, କେନ୍ଦ୍ରାପଡ଼ା, ପୁରୀ, କଟକର ଓ ଢ଼େଙ୍କାନାଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱରର ଜଣେ ୬ ବର୍ଷର ଝିଅ ରହିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରୁ ପୁଣି ବାହାରିଲେ ୮୪୯ ଆକ୍ରାନ୍ତ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking