40.1 C
Bhubaneswar
Wednesday, April 24, 2024
Homeବ୍ରେକୀଙ୍ଗଆଜି ଆଉ ୭୦୭ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଆଜି ଆଉ ୭୦୭ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୭୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩୧୧୨୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking