ଆଜି ରାଜ୍ୟରେ ୭୧୮ ପଜେଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୧୬ ହଜାର ପାର

ଭୁବନେଶ୍ୱର: ଆଜି ରାଜ୍ୟରେ ୭୧୮ ନୂଆ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ୭୧୮ ଚିହ୍ନଟଙ୍କ ମଧ୍ୟରୁ ୪୭୯ଟି କ୍ୱାରେଣ୍ଟିନ ସେଣ୍ଟରରୁ ହୋଇଥିବା ବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୯ଟି ରହିଛି । ଏବେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୬ ହଜାର ୧୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । … Continue reading ଆଜି ରାଜ୍ୟରେ ୭୧୮ ପଜେଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୧୬ ହଜାର ପାର