25.1 C
Bhubaneswar
Thursday, March 5, 2026
Homeଓଡିଶାରାଜ୍ୟରେ ୭୧୯ ବେଆଇନ ଆପାର୍ଟମେଣ୍ଟ

ରାଜ୍ୟରେ ୭୧୯ ବେଆଇନ ଆପାର୍ଟମେଣ୍ଟ

ଭୁବନେଶ୍ୱର : ତାରା ପ୍ରସାଦ ବାହିନୀପତି ଗୃହରେ ପ୍ରଶ୍ନ କରିଛନ୍ତି । ସେ ଗୃହ ନିର୍ମାଣ ଓ ପୌର ଉନ୍ନୟନ ମନ୍ତ୍ରୀଙ୍କୁ ପ୍ରଶ୍ନ କରି କହିଛନ୍ତି, ରାଜ୍ୟରେ ବିଭିନ୍ନ ସହରରେ ବେଆଇ ଆପାର୍ଟମେଣ୍ଟ ସଂଖ୍ୟା କେତେ? ଭୁବନେଶ୍ୱରରେ କେତେ ସଂଖ୍ୟକ ବେଆଇନ ଆପାର୍ଟମେଣ୍ଟ ରହିଛି? ଆଇନ ସମ୍ମତ ନଥାଇ ଏହି ଆପାର୍ଟମେଣ୍ଟ ନିର୍ମାଣ କରାଯାଇଥିବାରୁ ସମ୍ପୃକ୍ତ ବିଲଡରମାନଙ୍କ ବିରୋଧରେ କି କାର୍ଯ୍ୟାନୁଷ୍ଠଆନ ଗ୍ରହଣ କରାଯାଇଛି?
ତେବେ ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖି ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କହିଛନ୍ତି, ରାଜ୍ୟରେ ବିଭିନ୍ନ ସହରରେ ବେଆଇନ ଗଠିତ ସମସ୍ତ ଆପାର୍ଟମେଣ୍ଟ ଗୁଡିକର ବିଧିବଦ୍ଧ ଆକଳନ କରାଯାଇନଥିଲେ ମଧ୍ୟ, ଭୁବନେଶ୍ୱର ତଥା ଅନ୍ୟାନ୍ୟ ସହର ମାନଙ୍କରେ ୭୧୯ଟି ମାମଲା ବେଆଇନ କୋଠାବାଡି ବିରୋଧରେ ଦାଖଲ ହୋଇଛି । ୬୮୯ଟି ମାମଲା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷଙ୍କ ଅଧିନରେ ଦାୟର ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking