ପୁରୀ: ପୁରୀ ଜିଲ୍ଲାର ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ । ଏନେଇ ଜିଲ୍ଲା ଶିକ୍ଷାଧିକାରୀ ଦୀପକ ପାଢୀ ସୂଚନା ଦେଇଛନ୍ତି । ସାପ କାମୁଡା ଓ ଜଳପ୍ରପାତ ସଚେତନତା ଶିବିର ପାଇଁ ନିର୍ଦ୍ଦେଶ ଥିଲା । ସଚେତନତା ପାଇଁ ପ୍ରଧାନଶିକ୍ଷକଙ୍କୁ ୪୫୦୦ ଟଙ୍କା ପ୍ରଦାନ କରାଯାଇଥିଲା । କିନ୍ତୁ ଶିବିର ନେଇ କୌଣସି ସୂଚନା ଦେଇନଥିବାରୁ ଡିଇଓ ଏହି କଡା କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଛନ୍ତି ।










