36.1 C
Bhubaneswar
Saturday, May 4, 2024
Homeଓଡିଶାଓଡିଶାରେ ଆଜି ୭,୨୧୬ ପଜିଟିଭ ଚିହ୍ନଟ, ସର୍ବାଧିକ କଟକ

ଓଡିଶାରେ ଆଜି ୭,୨୧୬ ପଜିଟିଭ ଚିହ୍ନଟ, ସର୍ବାଧିକ କଟକ

ଭୁବନେଶ୍ୱର : ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ଏବେ ଆଗ ଅପେକ୍ଷା ହ୍ରାସ ପାଇଛି । ଗତ ୨୪ ଘଣ୍ଟା ରାଜ୍ୟରେ ୭ ହଜାର ୨୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪ ହଜାର ୦୪୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩ ହଜାର ୧୭୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୩୯,୯୫୫କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ୧,୦୨,୦୭୨ ଥିବା ବେଳେ ୬,୩୫,୧୭୯ ଜଣ ସୁସ୍ଥ ହୋଇଛନ୍ତି । ଆଜି କଟକ ଜିଲ୍ଲାରୁ ସର୍ବାଧିକ ୧ ହଜାର ୦୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୮୦୯, କେନ୍ଦଆପଡାରୁ ୪୮୭, ଢେଙ୍କାନାଳରୁ ୪୨୮, ଅନୁଗୁଳରୁ ୪୦୯, ବରଗଡରୁ ୩୩୧, ଭଦ୍ରକରୁ ୨୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ୬ ହଜାର ୭୩୬ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏଥିମଧ୍ୟରୁ ଲୋକାଲ କେସ ୨,୯୬୨ ଥିବାବେଳ କ୍ୱାରେଣ୍ଟିନରୁ ବାହାରିଥିଲେ ୨,୭୭୪ ଜଣ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking