34.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗରାଜ୍ୟରେ ଆଉ ୭୫୩ ପଜିଟିଭ୍ ଚିହ୍ନଟ, ସର୍ବାଧିକ ସୁନ୍ଦରଗଡ଼

ରାଜ୍ୟରେ ଆଉ ୭୫୩ ପଜିଟିଭ୍ ଚିହ୍ନଟ, ସର୍ବାଧିକ ସୁନ୍ଦରଗଡ଼

ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୭୫୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୩୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୧୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୮,୬୫୯କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking