ରାଜ୍ୟରେ ୭୮% ଲୋକଙ୍କୁ ମିଳୁଛି ମାଗଣା ଚାଉଳ
ଭୁବନେଶ୍ୱର : ରାଜ୍ୟରେ ୭୮ ପ୍ରତିଶତ ଲୋକ ମାଗଣା ଚାଉଳ ପାଉଛନ୍ତି । ଗୃହରେ ଉତ୍ତର ରଖି ଏହି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସେ କହିଛନ୍ତି ଯେ, ବର୍ତ୍ତମାନ ରାଜ୍ୟରେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ୩ କୋଟି ୨୫ ଲକ୍ଷ ୯୩ ହଜାର ୮୭୫ ଜଣ ହିତାଧିକାରୀ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ୧୦ ଲକ୍ଷ ୨ ହଜାର ୧୪୪ ଜଣ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି … Continue reading ରାଜ୍ୟରେ ୭୮% ଲୋକଙ୍କୁ ମିଳୁଛି ମାଗଣା ଚାଉଳ
Copy and paste this URL into your WordPress site to embed
Copy and paste this code into your site to embed