39.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗବିପଦ ମୁହାଁ ଭାରତ! ଗୋଟିଏ ଦିନରେ ୭୮,୩୫୭ ଆକ୍ରାନ୍ତ ଚିହ୍ନଟ

ବିପଦ ମୁହାଁ ଭାରତ! ଗୋଟିଏ ଦିନରେ ୭୮,୩୫୭ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଗତକାଲି ମୃତ୍ୟୁ ସଂଖ୍ୟା ୧୦୦ ତଳକୁ ରହିଥିବା ବେଳେ ଆଜି ୧୦୦୦ ପାର୍ କରିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୭୮,୩୫୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ  ୧୦୪୫ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭,୬୯,୫୨୪ କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୬୬,୩୩୩ ରେ ପହଞ୍ଚିଛି ।

ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ୨୯,୦୧,୯୦୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୮,୦୧,୨୮୨ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking