ଶଙ୍ଖ ଭବନରେ ୭୮ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର : ଅଠସ୍ତରୀ ତମ ସ୍ୱାଧୀନତା ଦିବସ ଆଜି ବିଜୁ ଜନତା ଦଳ କାର୍ଯ୍ୟାଳୟ ରେ ସମାରୋହ ସହକାରେ ପାଳିତ ହୋଇଯାଇଛି। ଦଳ ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟାଳୟ ପରିସର ରେ ଜାତୀୟ ପତାକା ଉତୋଳନ କରିଥିଲେ। ପରେ ବିଜେଡି ରାଜ୍ୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଆୟୋଜିତ ସଭା ରେ ଯୋଗ ଦେଇ ଜାତିର ଜନକ ମହାତ୍ମା ଗାନ୍ଧୀ, ନେତାଜୀ ସୁଭାଷ ବୋଷ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, … Continue reading ଶଙ୍ଖ ଭବନରେ ୭୮ତମ ସ୍ୱାଧୀନତା ଦିବସ ପାଳିତ