26.1 C
Bhubaneswar
Thursday, April 30, 2026
Homeଓଡିଶାବାରିପଦାରେ ୭୮ତମ ସ୍ଵାଧୀନତା ଦିବସ ପାଳିତ

ବାରିପଦାରେ ୭୮ତମ ସ୍ଵାଧୀନତା ଦିବସ ପାଳିତ

ମୟୁରଭଞ୍ଜ : ବାରିପଦାରେ ୭୮ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସ୍ଥାନୀୟ ରିଜର୍ଭ ପୋଲିସ ପଡିଆରେ ଏକ ଜିଲ୍ଲା ସ୍ତରୀୟ ସମ୍ମିଳୀତ ପ୍ୟାରେଡ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥୀ ଭାବେ ଜିଲ୍ଲାପାଳ ହେମକାନ୍ତ ସୟ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଅଭିଭାଷଣରେ ଜିଲ୍ଲାବାସୀଙ୍କୁ ଅଭିନନ୍ଦନ ଜଣାଇବା ସହିତ ଦେଶର ସୁରକ୍ଷାରେ ଶହିଦ ହୋଇଥିବା ଅମର ଜବାନ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ସହ ଜିଲ୍ଲାରେ ହୋଇଥିବା ବିକାଶମୂଳକ କାର୍ଯ୍ୟର ସୂଚନା ଦେଇଥିଲେ। ଏହି ଅବସରରେ ଜିଲ୍ଲାର ପୋଲିସ, ଏନସିସି, ସ୍କାଉଟ ଏଣ୍ଡ ଗାଇଡ, ରେଡକ୍ରସ ଓ ସିଭିଲିଅନ ଛାତ୍ରଛାତ୍ରୀମାନେ ମୋଟ ୪୬ ପ୍ଲାଟୁନ ପ୍ୟାରେଡ କରିଥିଲେ। ତେବେ ଜିଲ୍ଲାର ବିଭିନ୍ନ ବିଭାଗରେ କାର୍ଯ୍ୟଦକ୍ଷତା ପାଇଁ ଛାତ୍ରଛାତ୍ରୀମାନଙ୍କୁ ଜିଲ୍ଲାପାଳ ସମ୍ମାନିତ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking