ମାତ୍ର ୧୦ ଟଙ୍କା ପାଇଁ ସପ୍ତମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଘଟଣା: ବିସ୍ତୃତ ସତ୍ୟପାଠ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ମାତ୍ର ୧୦ ଟଙ୍କା ପାଇଁ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲା। ହାଇକୋର୍ଟ ଶୁଣାଣି କରି ବିସ୍ତୃତ ସତ୍ୟପାଠ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ରାଜ୍ୟ ସରକାର ସତ୍ୟପାଠ ମାଧ୍ୟମରେ ଜବାବ ଦାଖଲ କରି ଦର୍ଶାଇଥିଲେ ଯେ ମୃତ ଛାତ୍ରୀଙ୍କ ପରିବାରକୁ ୧ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦିଆଯାଇଛି ଏବଂ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରଛାତ୍ରୀଙ୍କୁ ନିୟମିତ ଷ୍ଟାଇପେଣ୍ଡ ପ୍ରଦାନ ପାଇଁ ବ୍ୟବସ୍ଥା ଥିବା … Continue reading ମାତ୍ର ୧୦ ଟଙ୍କା ପାଇଁ ସପ୍ତମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଘଟଣା: ବିସ୍ତୃତ ସତ୍ୟପାଠ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ