21.1 C
Bhubaneswar
Saturday, December 20, 2025
Homeଓଡିଶା୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ

ଭୁବନେଶ୍ୱର: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର ଘୋଷଣା । ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ମୋଟ୍ ୮ କୋଟି ୪୦ ଲକ୍ଷର ପୁରସ୍କାର ରଖାଯାଇଛି । ବୌଦ୍ଧ ପୋଲିସ ପକ୍ଷରୁ ବିଭିନ୍ନ ଉପାନ୍ତ ଅଞ୍ଚଳରେ ଲାଗିଲା ପୋଷ୍ଟର । ପୋଷ୍ଟରରେ ମାଓବାଦୀଙ୍କ ନାଁ, ଫଟୋ ସହ ପୁରସ୍କାର ରାଶି ଉଲ୍ଲେଖ କରିଛି । ମାଓବାଦୀ ଆତ୍ମସମର୍ପଣ କଲେ କ’ଣ କ’ଣ ସୁବିଧା ମିଳିବ ଉଲ୍ଲେଖ କରାଯାଇଛି । ୯୪୩୭୬୭୩୮୩୯ ନମ୍ବରରେ ଯୋଗାଯୋଗ କରିପାରିବେ, ନାମ ଗୋପନ ରହିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking