ରାଜ୍ୟ କ୍ୟାବିନେଟ୍‌ରେ ୮ ଗୁରୁତ୍ୱପୂର୍ଣ ନିଷ୍ପତ୍ତି: ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ଓସିଏସ ପରୀକ୍ଷାକୁ ନେଇ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଓଡ଼ିଶା ସିଭିଲ ସର୍ଭିସେସ୍ ଏକ୍ଜାମ ସଂଶୋଧନ ପ୍ରସ୍ତବାକୁ ମଞ୍ଜୁରୀ ମିଳିଛି । ପୂର୍ବରୁ ହେଉଥିବା ୨୨୫୦ ମାର୍କର ପରୀକ୍ଷାରେ ସଂଶୋଧନ ହୋଇଛି । ଏଣିକି ଇଣ୍ଟରଭ୍ୟୁକୁ ମିଶାଇ ମୋଟ ୨୦୦୦ ମାର୍କର ପରୀକ୍ଷା ହେବ । ତେବେ ୟୁପିଏସସି ଭଳି ଏଣିକି ଓସିଏସରେ ଗୋଟିଏ ଅପସନାଲ ବ୍ୟବସ୍ଥା ରହିବ । ଆଉ ୨ଟି ନୁହେଁ, ଏଣିକି ଗୋଟିଏ ଅପସନାଲ ବିଷୟ ବାଛିବେ ଆଶାୟୀ … Continue reading ରାଜ୍ୟ କ୍ୟାବିନେଟ୍‌ରେ ୮ ଗୁରୁତ୍ୱପୂର୍ଣ ନିଷ୍ପତ୍ତି: ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ