31.1 C
Bhubaneswar
Friday, March 29, 2024
Homeଦେଶ ବିଦେଶଆମେରିକାର ଆଟଲାଣ୍ଟାରେ ଆଖିବୁଜା ଗୁଳିମାଡ଼, ୮ ମୃତ

ଆମେରିକାର ଆଟଲାଣ୍ଟାରେ ଆଖିବୁଜା ଗୁଳିମାଡ଼, ୮ ମୃତ

ୱାଶିଂଟନ୍ : ଆମେରିକାର ଆଟଲାଣ୍ଟାରେ ଭୟାନକ ଗୁଳିମାଡ଼ ହୋଇଛି। ଆଟଲାଣ୍ଟା ସ୍ଥିତ ଜର୍ଜିଆର ୩ଟି ସ୍ପା ଭିତରେ ପଶି ଜଣେ ଦୁର୍ବୃତ୍ତ ଏହି ଗୁଳିମାଡ଼ କରିଥିବା ସୂଚନା ମିଳିଛି। ଏଥିରେ ୪ଜଣ ମହିଳାଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ଏହି ଗୁଳିମାଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ଘଟଣାରେ ସିସିଟିଭି ଫୁଟେଜ ଆଧାରରେ ଦକ୍ଷିଣ-ପଶ୍ଚିମ ଜର୍ଜିଆରୁ ଜଣେ ୨୧ ବର୍ଷୀୟ ସନ୍ଦିଗ୍ଧ ଯୁବକକୁ ପୁଲିସ ଗିରଫ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking