14.1 C
Bhubaneswar
Wednesday, January 14, 2026
Homeଓଡିଶାସୁରକ୍ଷାକର୍ମୀଙ୍କ ଗୁଳିରେ ୮ ମାଓବାଦୀ ସଫା

ସୁରକ୍ଷାକର୍ମୀଙ୍କ ଗୁଳିରେ ୮ ମାଓବାଦୀ ସଫା

ରାଞ୍ଜି: ବୋକୋରୋ ଜିଲାରେ ବଡ଼ ଧରଣର ଏନକାଉଣ୍ଟର ହୋଇଥିବା ସୂଚନା ମିଳିଛି। ଝାଡ଼ଖଣ୍ଡ ବୋକାରୋ ଜିଲାର ଲଲ୍‌ପାନିଆ ଅଞ୍ଚଳ ଲୁଗୁ ପାହାଡ଼ରେ ଯବାନ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଯବାନଙ୍କ ଏନକାଉଣ୍ଟରେ ୮ଜଣ ମାଓବାଦୀଙ୍କ ନିହତ ହୋଇଛନ୍ତି। ମାଓବାଦୀଙ୍କ ଠାରୁ ଏସଏଲଆର, ୨ଟି ଇନସାସ ରାଇଫଲ,ପିସ୍ତଲ ସହ ବିପୁଳ ଅସ୍ତ୍ରଶସ୍ତ୍ର ଜବତ ହୋଇଛି ଏବଂ ସର୍ଚ୍ଚ ଅପରେସନ ଜାରି ରହିଥିବା ସୂଚନା ମିଳିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking