27.8 C
Bhubaneswar
Friday, April 19, 2024
Homeଓଡିଶାରାଜ୍ୟରେ ଆଉ ୮କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଉ ୮କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର : ରାଜ୍ୟରେ ଆଉ ୮କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୬୬କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁରର ୪ , ଭଦ୍ରକରୁ ୨ , ବାଲେଶ୍ୱର ଓ କେନ୍ଦୁଝରର ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୬୬ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ୫୦୩ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।
https://onakhabar.com/2020/05/14/15-more-corona-positive-recovered/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking