30 C
Bhubaneswar
Tuesday, April 16, 2024
Homeଓଡିଶାଆଉ ୮ ଜୀବନ ନେଲା କରୋନା: ମୃତ୍ୟୁ ସଂଖ୍ୟା ୩୮୦କୁ ବୃଦ୍ଧି

ଆଉ ୮ ଜୀବନ ନେଲା କରୋନା: ମୃତ୍ୟୁ ସଂଖ୍ୟା ୩୮୦କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ୨୮୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଳାର ସର୍ବାଧିକ ୪, ଖୋର୍ଦ୍ଧା , କଟକ, ଢ଼େଙ୍କାନାଳ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।


ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୦୦୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୬୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୬୯୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୮୦ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।
 

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking