ଓଡ଼ିଶାର ୮ ଉତ୍ପାଦକୁ ମିଳିଲା ଜିଆଇ ଟ୍ୟାଗ

ଭୁବନେଶ୍ୱର: ଓଡ଼ିଶାର ୮ ଉତ୍ପାଦକୁ ମିଳିଲା ଜିଆଇ ଟ୍ୟାଗ୍ । ଏନେଇ ସୋସିଆଲ ମିଡିଆ ହ୍ୟାଣ୍ଡେଲ୍ ଏକ୍ସରେ ସୂଚନା ଦେଇଛି ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ବିଭାଗ । ବିବିଧତାରେ ପରିପୂର୍ଣ୍ଣ ଆମ ଭାରତ । ଯାହାର ସଂସ୍କୃତି ଓ ପରମ୍ପରା ବିଶ୍ୱବିଖ୍ୟାତ । ଏଥିସହ ଓଡ଼ିଶାରୁ ଉତ୍ପାଦିତ ଦ୍ରବ୍ୟରେ, ମନୁଷ୍ୟକୃତ କିମ୍ବା ପ୍ରାକୃତିକ, ରହିଛି ଅନେକ ସ୍ୱତନ୍ତ୍ରତା ଏବଂ ବିଶେଷତା ଅର୍ଥାତ୍ ଗୋଟିଏ ସ୍ଥାନରୁ ମିଳୁଥିବା ନିର୍ଦ୍ଦିଷ୍ଟ କିଛି ସାମଗ୍ରୀ ଅନ୍ୟ ସ୍ଥାନରେ ମିଳେନି … Continue reading ଓଡ଼ିଶାର ୮ ଉତ୍ପାଦକୁ ମିଳିଲା ଜିଆଇ ଟ୍ୟାଗ