28.1 C
Bhubaneswar
Tuesday, June 28, 2022
Homeଓଡିଶାଖୁସି ଖବର; ଆଜି ସୁସ୍ଥ ହେଲେ ୮୦୮ କରୋନା ଆକ୍ରାନ୍ତ

ଖୁସି ଖବର; ଆଜି ସୁସ୍ଥ ହେଲେ ୮୦୮ କରୋନା ଆକ୍ରାନ୍ତ

ଭୁବନେଶ୍ଵର:
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିଭଳି ରାୟଗଡରେ ୬୩, କଟକରେ ୩୫, ମାଲକାନଗିରିରେ ୩୦, ଗଜପତିରେ ୨୨, ବାଲେଶ୍ୱରରେ ୧୯, ଖୋର୍ଦ୍ଧାରେ ୧୯, ବରଗଡରେ ୧୮, ବୌଦ୍ଧରେ ୮ ସୁସ୍ଥ ହୋଇଛନ୍ତି । ଅନ୍ୟପଟେ ଝାରସୁଗୁଡା, ଜଗତସିଂହପୁର, କେନ୍ଦ୍ରାପଡା ଓ କେନ୍ଦୁଝରରେ ୭ ଜଣ ଲେଖାଏଁ, ସମ୍ବଲପୁରରେ ୫, ନବରଙ୍ଗପୁରରେ ୪, ସୁନ୍ଦରଗଡରେ ୩, ଅନୁଗୁଳ, ଯାଜପୁର ଓ ପୁରୀରେ ୨ ଜଣ ଲେଖାଏଁ, କୋରାପୁଟ ଓ ନୟାଗଡରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking