31.1 C
Bhubaneswar
Tuesday, April 23, 2024
Homeଓଡିଶାରାଜଧାନୀରୁ ଆଜି ୮୭ ପଜିଟିଭ ଚିହ୍ନଟ

ରାଜଧାନୀରୁ ଆଜି ୮୭ ପଜିଟିଭ ଚିହ୍ନଟ

ଭୁବନେଶ୍ଵର: ଥମୁନି କରୋ ନା ଆତଙ୍କ ।  ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି  ଏହି ମହାମାରୀ , ଯେଉଁଥରୁ ବାଦ୍ ପଡିନି ରାଜଧାନୀ ଭୁବନେଶ୍ଵର । ଆଜି ପୁଣି ରାଜଧାନୀରୁ ୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୧ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି । ଏହା ସହ ରାଜଧାନୀରେ ୩୭ ଜଣ ସୁସ୍ଥ ହୋଇଛନ୍ତି । ଏହି କ୍ରମରେ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୦କୁ ବୃଦ୍ଧି ପାଇଛି । ୪୯୪ ଜଣ ସୁସ୍ଥ ହୋଇଥିବା ବେଳେ ୬୨୪ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ୧୧ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆସନ୍ତୁ ଜାଣିବା କେଉଁଠୁ କେତେ ବାହାରିଛନ୍ତି..


5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking