39.1 C
Bhubaneswar
Tuesday, April 23, 2024
Homeକରୋନାଭୁବନେଶ୍ୱରରୁ ଆଜି ବାହାରିଲେ ୮୮ କରୋନା ପଜେଟିଭ

ଭୁବନେଶ୍ୱରରୁ ଆଜି ବାହାରିଲେ ୮୮ କରୋନା ପଜେଟିଭ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ମାତ୍ର ୮୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୭ ଓ ସ୍ଥାନୀୟ ଅଞ୍ଚଳରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୩୦ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୮ ହଜାର ୭୮୨ କୁ ବୃଦ୍ଧି ପାଇଛି । ମୋଟ ୨୮ ହଜାର ୭୮୨ ପଜିଟିଭ ମଧ୍ୟରୁ ୧୫୮ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୬ ହଜାର ୬୦୭ ଜଣ ସୁସ୍ଥ ଓ ୧୯୯୬ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking