37.2 C
Bhubaneswar
Friday, April 19, 2024
Homeବ୍ରେକୀଙ୍ଗ୨୪ ଘଣ୍ଟାରେ ୮୮୨ ଜଣଙ୍କ ମୃତ୍ୟୁ

୨୪ ଘଣ୍ଟାରେ ୮୮୨ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ କରୋନା ମୃତ୍ୟୁ ୧ ଲକ୍ଷ ୪୦ ହଜାର ୧୮୨ କୁ ବୃଦ୍ଧି ହୋଇଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୬ ଲକ୍ଷ ୪୪ ହଜାର ୨୨୨କୁ ବୃଦ୍ଧି ପାଇଛି । ୨୪ ଘଣ୍ଟାରେ ୩୬୦୧୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୮୨ ଜଣଙ୍କ ମୃତ୍ୟୁ ହୋଇଛି । ସେମାନଙ୍କ ମଧ୍ୟରୁ ୯୧ ଲକ୍ଷ ୭୯୨ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ କେସ ୪ ଲକ୍ଷ ୩ ହଜାର ୨୪୮ ରହିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking