22.1 C
Bhubaneswar
Sunday, January 23, 2022
Homeଓଡିଶାଆଜି ଆଉ ୯ ଜଣଙ୍କ ପ୍ରାଣ ନେଲା କରୋନା

ଆଜି ଆଉ ୯ ଜଣଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର: ରାଜ୍ୟରେ ବଢ଼ିବାରେ ଲାଗିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଠିକ୍‌ ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି । ଆଜି ରାଜ୍ୟରେ କରୋନା ମହାମାରୀ ନେଇଛି ୯ ଜୀବନ । ଯାହାକୁ ମିସାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୨୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କେନ୍ଦୁଝର ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଇଛି କରୋନା । ସେହିପରି ଗଞ୍ଜାମ ଜିଲ୍ଲାରୁ ୬ ଜଣଙ୍କ ଜୀବନ ଯାଇଥିବା ବେଳେ ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରୁ ଆଉ ଜଣେ ଲେଖାଏଁ ଭୂତାଣୁ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking