28.1 C
Bhubaneswar
Thursday, July 10, 2025
Homeବ୍ରେକୀଙ୍ଗରାଜ୍ୟରେ ୯ ଜୀବନ ନେଲା କରୋନା

ରାଜ୍ୟରେ ୯ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୪୨୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି କେନ୍ଦୁଝରରୁ ସର୍ବାଧିକ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର, ଜଗତସିଂହପୁର, କନ୍ଧମାଳ, ଖୋର୍ଦ୍ଧା, ନବରଙ୍ଗପୁର, ନୟାଗଡ ଓ ମୟୂରଭଞ୍ଜରୁୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking