28.1 C
Bhubaneswar
Saturday, April 27, 2024
Homeଓଡିଶାରାଜ୍ୟରେ ୯୦୫ ନୂଆ ପୁଲିସ ପଦବୀ ସହ ୬ଟି ନୂଆ ଥାନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ରାଜ୍ୟରେ ୯୦୫ ନୂଆ ପୁଲିସ ପଦବୀ ସହ ୬ଟି ନୂଆ ଥାନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ଵର : ରାଜ୍ୟ ପୁଲିସରେ ନୂଆ ପଦବୀକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ପ୍ରଦାନ କରିଛନ୍ତି । ରାଜ୍ୟରେ ୯୦୫ ନୂଆ ପୁଲିସ ପଦବୀକୁ ମଞ୍ଜୁରି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
୨୨୦ ପୋଲିସ ଷ୍ଟେସନ ପାଇଁ ୯୦୫ ପଦବୀକୁ ଓ ୬ ଆଉଟପୋଷ୍ଟକୁ ମଞ୍ଜୁରି ମିଳିଛି । ୬ଟି ଆଉଟ ପୋଷ୍ଟକୁ ଅଧିକ ମଜଭୁତ କରାଯିବା ନେଇ ରାଜ୍ୟରେ ଆଉ ୬ଟି ପୋଲିସ ଷ୍ଟେସନ ପ୍ରତିଷ୍ଠା କରାଯିବ ବୋଲି ସୂଚନା ମିଳିଛି । ତେଣୁ ଖଣ୍ଡଗିରି, ଅନୁଗୁଳ ଟାଉନ ଥାନା , ଝାରସୁଗୁଡ଼ା ଟାଉନ ଥାନା , ଭଞ୍ଜନଗର, ଭଦ୍ରକ ଗ୍ରାମାଞ୍ଚଳ ଥାନା ଓ ତିହିଡ଼ି ଥାନାର ପରୀସୀମା ଭଙ୍ଗାଯାଇ ଦୁଇ ଭାଗ କରାଯିବ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking